ରାଜ୍ୟ
ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରୁ ଅଛନ୍ତି ୬୪ ଜଣ

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୧୬୦୪ ଜଣ ସୁସ୍ଥ ହୋଇଥିବା ବେଳେ ୧୧୬୭ ଜଣ ଚିକିତ୍ସାଧୀନ ଅଛନ୍ତି।
ଆହୁରି ପଢ଼ନ୍ତୁ
8. Kalahandi: 2
9. Ganjam: 64
10. Gajapati: 10
11. Bolangir: 11
12. Balasore: 11
13. Puri: 1
14. Nuapada: 8
Total- 173New recoveries: 123
Cumulative tested: 172621
Positive: 2781
Recovered: 1604
Active cases: 1167— I & PR Department, Odisha (@IPR_Odisha) June 6, 2020
You cannot print contents of this website.
Please enable Browser JavaScript to visit the website.
[ad_2]