ରାଜ୍ୟ

ଆଖି ବୁଜିଲେ ୪ କରୋନା ଯୋଦ୍ଧା

ବ୍ରହ୍ମପୁର(ସତ୍ୟଶିଖା): ଗଞ୍ଜାମ ଜିଲ୍ଲାରେ  ୪ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ, ଜଣେ ଅଙ୍ଗନବାଡ଼ି କର୍ମୀ ଓ ଜଣେ କନିଷ୍ଠ ଯନ୍ତ୍ରୀ ଅଛନ୍ତି। ଏନେଇ ଟ୍ୱିଟ କରି ସୂଚନା ଦେଲେ ଗଞ୍ଜାମ ଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ

ଗଞ୍ଜାମ ଜିଲ୍ଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାକୁ ରୋକିବାକୁ ସାମାଜିକ ଦୂରତ୍ୱ ମାନିବାକୁ ଅନୁରୋଧ କଲେ ଜିଲ୍ଲାପାଳ ।

ଆହୁରି ପଢ଼ନ୍ତୁ



[ad_2]

Show More
Back to top button