କରୋନା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର(ସତ୍ୟଶିଖା):  କରୋନା ମୁକାବିଲା ପାଇଁ ଗୃହ ବିଭାଗ ଏକ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏହି କଣ୍ଟ୍ରୋଲ୍ ରୁମ୍ ନଂ: ୦୬୭୪-୨୩୯୨୧୧୫/୯୪୩୮୯୧୫୯୮୬ ରହିଛି।

ଆହୁରି ପଢ଼ନ୍ତୁ

ଗୃହ ବିଭାଗ ଅଧୀନରେ ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ପରିଚାଳନା କରାଯିବ। ଆଜିଠାରୁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ କାର୍ଯ୍ୟ କରିବ। ଏହି କଣ୍ଟ୍ରୋଲ୍ ରୁମ୍ ଦାୟିତ୍ୱରେ ରହିବେ IG ଅପରେସନ୍ ଅମିତାଭ ଠାକୁର। ଲକ୍ ଡାଉନ୍ ଓ ବାହାରେ ଥିବା ଓଡ଼ିଆଙ୍କ କଥା ବୁଝିବ ଏହି କଣ୍ଟ୍ରୋଲ୍ ରୁମ୍।

[ad_2]
Exit mobile version