ପାଣି ପାଗ
-
୨୦ ତାରିଖରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।
ସତ୍ୟଶିଖା ୧୫/୦୯/୨୦୨୫: ସୋମବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କୌଣସି ସ୍ଥାନରେ ବଡ଼ ବର୍ଷା ନାହିଁ…
ଅଧିକ ଖବର ପଢନ୍ତୁ » -
ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।
ସତ୍ୟଶିଖା ୧୧/୦୯/୨୦୨୫: ଗୁରୁବାର ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ପାଣିପାଗବିଭାଗ ଏଭଳି ପୂର୍ବାନୁମାନ କରିଛି । …
ଅଧିକ ଖବର ପଢନ୍ତୁ » -
ସେପ୍ଟେମ୍ବର ପହିଲାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ।
ସତ୍ୟଶିଖା ୩୦/୦୮/୨୦୨୫:ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷା ପ୍ରକୋପ ଅଧିକ ରହିବ । ପାଣିପାଗ ବିଭାଗ ପୂର୍ବାନୁମାନରୁ ଏଭଳି ସୂଚନା ମିଳିଛି । ପାଣିପାଗ ବିଭାଗର ଆକଳନ ହେଲା,…
ଅଧିକ ଖବର ପଢନ୍ତୁ » -
ଆଗକୁ ଆସୁଛି ଦୁଇଟି ବଡ ଲଘୁଚାପ ଆସୁଛି ।
ସତ୍ୟଶିଖା ୨୯/୦୮/୨୦୨୫:ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳର ସମାନ୍ତରାଳ ଭାବେ ସମୁଦ୍ର ଭିତରେ ଆଗକୁ ବଢ଼ିବ । ଘନୀଭୂତ ହୋଇ ୫…
ଅଧିକ ଖବର ପଢନ୍ତୁ » -
୪୮ ଘଣ୍ଟାରେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ହେବ।
ସତ୍ୟଶିଖା ୨୫/୦୮/୨୦୨୫: ୨୯ ତାରିଖ ଯାଏ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୨୫ ତାରିଖ (ସୋମବାର) କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା…
ଅଧିକ ଖବର ପଢନ୍ତୁ » -
ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଲଘୁଚାପ ସକ୍ରିୟ।
ସତ୍ୟଶିଖା ୧୬/୦୮/୨୦୨୫:ପାଣିପାଗ ବିଭାଗର ବିସ୍ତାରିତ ପୂର୍ବାନୁମାନ ଅନୁସାରେ ଆସନ୍ତା ୧୯ ତାରିଖବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ…
ଅଧିକ ଖବର ପଢନ୍ତୁ » -
ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ସତ୍ୟଶିଖା ୧୧/୦୮/୨୦୨୫: ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ,…
ଅଧିକ ଖବର ପଢନ୍ତୁ » -
ଅଗଷ୍ଟ ୮ ପର୍ଯ୍ୟନ୍ତ ରାଜ୍ୟ ରେ ପ୍ରବଳ ବର୍ଷା l
ସତ୍ୟଶିଖା ୦୪/୦୮/୨୦୨୫:ଭାରତୀୟ ପାଣିପାଗ ବିଭାଗ ରାଜ୍ୟରେ ଆଗାମୀ ୪ ଦିନ, ଅର୍ଥାତ୍ ଅଗଷ୍ଟ ୮ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ଝଡ଼ ପବନ ସହ ବିଜୁଳି…
ଅଧିକ ଖବର ପଢନ୍ତୁ » -
ଉତ୍ତର-ଓଡ଼ିଶାରେ କେମିତି ରହିଛି ବନ୍ୟା ସ୍ଥିତି । ଆକାଶ ମାର୍ଗରୁ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ।
ସତ୍ୟଶିଖା ୩୧/୦୭/୨୦୨୫: ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ…
ଅଧିକ ଖବର ପଢନ୍ତୁ » -
ରାଜ୍ୟର ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ସତ୍ୟଶିଖା ୩୦/୦୭/୨୦୨୫:ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏସବୁ ଜିଲ୍ଲାକୁ…
ଅଧିକ ଖବର ପଢନ୍ତୁ »








