ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସବୁ ପିଲା ପାସ୍‌

ଭୁବନେଶ୍ୱର(ସତ୍ୟଶିଖା): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ସବୁ ପିଲା ପାସ୍‌। ରାଜ୍ୟ ସରକାରଙ୍କ ସ୍କୁଲରେ ପଢୁଥିବା ଅଷ୍ଟମ ଯାଏ ପିଲା ପାସ୍‌। ‘କରୋନା’ ସ୍ଥିତି ନେଇ ସବୁ ପିଲାଙ୍କୁ ପାସ୍‌ ଘୋଷଣା କଲେ ରାଜ୍ୟ ଗଣଶିକ୍ଷା ବିଭାଗ। ଏଥିପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ

ସେହିପରି ନବମରୁ ଦଶମ ଶ୍ରେଣୀ ଯିବାକୁ ଥିବା ପିଲାଙ୍କୁ ସର୍ତ୍ତମୂଳକ ପାସ୍‌ କରାଯିବ। ଷାଣ୍ମାସିକ ପରୀକ୍ଷାରେ ଥିବା ନମ୍ବରକୁ ନେଇ ପାସ କରାଯିବ। ଯେଉଁ ପରୀକ୍ଷା ହୋଇପାରିନି, ତା’ର ଷାଣ୍ମାସିକ ନମ୍ବରକୁ ନେଇ ପାସ୍‌ କରାଯିବ।

[ad_2]
Exit mobile version