ନ୍ୟୁଜ୍
ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍।


ସତ୍ୟଶିଖା : ୦୭/୦୪/୨୦୨୫: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ୍। ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ତୃତୀୟ କିସ୍ତି ଟଙ୍କା ଦିଆଯିବ। ଆସନ୍ତା ୨୨ ଏବଂ ୨୩ ତାରିଖରେ ଏହି ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ ସେମାନେ ସୁଭଦ୍ରା ଟଙ୍କା ପାଇବେ। ତୃତୀୟ କିସ୍ତି ପରେ ଯେଉଁମାନେ ୨୧ ବର୍ଷ ହୋଇଥିବ ତାଙ୍କ ପାଇଁ ପୁଣି ସୁଭଦ୍ରା ଓପନ ରହିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।