ବର୍ଷା ସହ ମାରିବ ଘଡ଼ଘଡ଼ି; ୫ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ସତ୍ୟଶିଖା): ଆଜି ରାଜ୍ୟର ୫ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର।

[ad_2]
Exit mobile version