ନ୍ୟୁଜ୍ରାଜ୍ୟସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୮,୭୭୮ ଆକ୍ରାନ୍ତ

ସତ୍ୟଶିଖା(ଭୁବନେଶ୍ୱର ) ୧୨.୦୧.୨୦୨୨ : ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  କ୍ୱାରେଣ୍ଟାଇନ୍‌ରୁ ୫୦୯୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୬୮୨ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯୨ ଚିହ୍ନଟ ହୋଇଛନ୍ତି। ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୯୧ ହଜାର ୫୪୭କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୬୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସୁନ୍ଦରଗଡ଼ରୁ ୧୨୫୨ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୬୬, ସମ୍ବଲପୁରରୁ ୫୯୬, ମୟୂରଭଞ୍ଜରୁ ୩୩୮, ପୁରୀରୁ ୨୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହାବାଦ ଅନୁଗୋଳରୁ ୧୦୭, ବାଲେଶ୍ୱରରୁ ୨୩୧, ବରଗଡ଼ରୁ ୧୩୬, ଭଦ୍ରକରୁ ୧୦୩, ବଲାଙ୍ଗିରରୁ ୨୧୬, ବୌଦ୍ଧରୁ ୧୨,  ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୭୮, ଗଜପତିରୁ ୭୨, ଗଞ୍ଜାମରୁ ୧୦୬, ଜଗତସିଂହପୁରରୁ ୧୪୪, ଯାଜପୁରରୁ ୧୯୧, ଝାରସୁଗୁଡ଼ାରୁ ୨୦୩, କଳାହାଣ୍ଡିରୁ ୮୬, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୪୬, କେନ୍ଦୁଝରରୁ ୯୫,କୋରାପୁଟରୁ ୧୬୧, ମାଲକାନଗିରିରୁ ୧୨,  ନବରଙ୍ଗପୁରରୁ ୧୧୨, ନୂଆପଡ଼ାରୁ ୬୭, ରାୟଗଡ଼ାରୁ ୬୫, ସମ୍ବଲପୁରରୁ ୫୯୬, ସୋନପୁରରୁ ୮୭,  ଷ୍ଟେଟପୁଲରୁ ୫୭୫ ପଜିଟିଭ ଚିହ୍ନଟ ହୋଇଛନ୍ତି।

Show More
Back to top button