ବ୍ରିଜ୍‌ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ବଣାଇ (ରଣଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଖୁଟୁଗା ନିକଟ ଏକ ବ୍ରିଜ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

ଆଜି ସକାଳେ ଯୁବକଙ୍କ ମୃତଦେହ ବ୍ରିଜ୍ ତଳେ ପାଣିରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସ୍‌କୁ ଖବର ଦେଇଥିଲେ। ଲହୁଣୀପଡ଼ା ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

[ad_2]
Exit mobile version