ରାଜଧାନୀରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୪୧ ଛୁଇଁଲା

ଭୁବନେଶ୍ୱର( ସତ୍ୟଶିଖା): ଭୁବନେଶ୍ୱରରେ ଆଜି ପୁଣି ଜଣେ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ତାଙ୍କ ଘର  ୟୁନିଟ୍‌ ୪ ମଧୁସୂଦନ ନଗରରେ। ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଛି। ଯୁବକ ଜଣକ ବୟସ ୪୫ ବର୍ଷ।

ଆହୁରି ପଢ଼ନ୍ତୁ

ତେବେ ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ୪୧ ଛୁଇଁଛି। ସମ୍ପୃକ୍ତ ଯୁବକ ଜଣକଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ତାହା ସ୍ପଷ୍ଟ କରାଯାଇପାରିନାହିଁ। ପ୍ରକାଶଥାଉକି, କରୋନାରେ ସବୁଠାରୁ ଅଧିକ ଆକ୍ରାନ୍ତ ଭୁବନେଶ୍ୱରରେ ହୋଇଛନ୍ତି।

ଗତକାଲି କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

[ad_2]
Exit mobile version