ରାଜ୍ୟରେ କରୋନା ନେଲା ଆଉ ଗୋଟିଏ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୧୨ ଛୁଇଁଲା

ଭୁବନେଶ୍ୱର (ସତ୍ୟଶିଖା): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଅଯାଇଛି।

ବିଭାଗ ପକ୍ଷରୁ କୁହାଯାଇଛି, ମୃତକଙ୍କ ବୟସ ୬୦ ବର୍ଷ। ସେ ଜଣେ ପୁରୁଷ। ସେ ପୁରୀ ଜିଲ୍ଲାର। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘ ଦିନ ହେବ ଶ୍ୱାସଜନିତ ରୋଗରେ ପୀଡ଼ିତ ଥିଲେ।

ଆହୁରି ପଢ଼ନ୍ତୁ



[ad_2]

Exit mobile version