ବୁଧବାର ରାଶିଫଳ: କେମିତି କଟିବ ଆଜିର ଦିନ

ସତ୍ୟଶିଖା( ଭୁବନେଶ୍ୱର )୦୪.୦୫.୨୦୨୨ :
ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି। ବନ୍ଧୁମାନଙ୍କ କଥା ବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ।
ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ର୍ନିମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ।
ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ।
କର୍କଟ: ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ।
ସିଂହ: କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ।
କନ୍ୟା: ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇ ପାରେ।