ଭୁବନେଶ୍ୱର (ସତ୍ୟଶିଖା): ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ନୂଆଦିଲ୍ଲୀ ହଜଖାସ୍ ଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହ ପରିବାର ଲୋକ ମଧ୍ୟ ଯାଇଥିଲେ। ଏହି ଅବସରରେ ଶ୍ରୀ ପ୍ରଧାନ ସାଢ଼େ ୪ କୋଟି ଓଡ଼ିଆ ଓ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଆହୁରି ପଢ଼ନ୍ତୁ