ରାଜ୍ୟ

କୋଭିଡ୍‌ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ସତ୍ୟଶିଖା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଥିବା ନେଇ ସରକାରୀ ସୂତ୍ରରୁ ସୂଚନା ମିଳିଛି। କଥାବାର୍ତ୍ତା ବେଳେ କୋଭିଡ୍ ପରିସ୍ଥିତି ନେଇ ଦୁଇ ନେତା ଆଲୋଚନା କରିଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ

ସେହିପରି ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିବା ସୂଚନା ମିଳିଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବାକୁ ଥିବା ବେଳେ ରଥଯାତ୍ରାକୁ ନେଇ  ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାକୁ  ଗୁରୁତ୍ୱର ସହ ନିଆଯାଉଛି ।

[ad_2]
Show More
Back to top button