୨ କୋଟିରୁ ଅଧିକ ଟଙ୍କାର ବ୍ରାଉନ୍‌ ସୁଗର୍‌ ଜବତ

ଭୁବନେଶ୍ୱର(ସତ୍ୟଶିଖା): ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରୁ ୨ କେଜି ୭୦୦ ଗ୍ରାମ୍‌ର ବ୍ରାଉନ୍‌ସୁଗର୍‌ ଜବତ ହୋଇଛି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ପୁଲିସ୍‌ ଡିଜି ଅଭୟ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶା ପୁଲିସ୍‌ର ଏସ୍‌ଟିଏଫ୍‌ ଟିମ୍‌ ଚଢ଼ଉ କରି ଏହି ବ୍ରାଉନ୍‌ ସୁଗର୍‌କୁ ଜବତ କରିଛି। ଜବତ ହୋଇଥିବା ବ୍ରାଉନ୍‌ ସୁଗର୍‌ର ଆନୁମାନିକ ବଜାର ମୂଲ୍ୟ ୨ କୋଟି ୭୦ ଲକ୍ଷ ଟଙ୍କା ହେବବୋଲି ଜଣାପଡ଼ିଛି। ଏହି ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି।



[ad_2]

Exit mobile version