ନ୍ୟୁଜ୍ରାଜ୍ୟ

୩୫୪୩ କରୋନା ଆକ୍ରାନ୍ତ ଚିହ୍ନଟ l

ସତ୍ୟଶିଖା (ଭୁବନେଶ୍ବର) ୫ .୦୯.୨୦୨୦ : ରାଜ୍ୟରେ ଆଜି 3ହଜାର 543 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 2161ଜଣ ଚିହ୍ନଟ ହୋଇଥିବାବେଳେ 1382ଟି ଲୋକାଲ କେସ୍‌ ରହିଛି ।

ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 1 ଲକ୍ଷ 20ହଜାର221 ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 29 ହଜାର 299ଜଣ । ସେହିପରି ସୁସ୍ଥ ହୋଇଛନ୍ତି 90 ହଜାର 331ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 531ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Show More
Back to top button