ସତ୍ୟଶିଖା (ଭୁବନେଶ୍ୱର) ୩୧/୧୦/୨୦୨୦ : ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ 5-T ସଚିବ । ଲିଙ୍ଗରାଜ ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କଲେ ୫-ଟି ସଚିବ । ଆଜି ସକାଳ ସମୟରେ ମନ୍ଦିର ପରିଦର୍ଶନ କରି ଉନ୍ନତିମୂଳକ କାର୍ଯ୍ୟର ତଦାରଖ କରିଛନ୍ତି ।
5-T ସଚିବ ଲିଙ୍ଗରାଜ ମନ୍ଦିରରେ