ରାଜ୍ୟସ୍ୱାସ୍ଥ୍ୟ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୬ ଜଣଙ୍କ ମୃତ୍ୟୁ

ସତ୍ୟଶିଖା(ଭୁବନେଶ୍ୱର) ୨୦.୦୭.୨୦୨୧: ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୬ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୫୧୭୨କୁ ବୃଦ୍ଧି ପାଇଛି ।

Show More
Back to top button