ରାଜ୍ୟ

ବିରଞ୍ଚିଙ୍କ ପତ୍ନୀ ସୁଧାଂଶୁବାଳା ସାହୁଙ୍କୁ ହାଇକୋର୍ଟରୁ ଆଗୁଆ ଜାମିନ

ସତ୍ୟଶିଖା(କଟକ ) ୧୭.୦୮ .୨୦୨୧: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍ (ଓଏସ୍‌ଏସସି) ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ପତ୍ନୀ ସୁଧାଂଶୁବାଳା ସାହୁଙ୍କୁ ହାଇକୋର୍ଟରୁ ଆଗୁଆ ଜାମିନ ମିଳିଛି। ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ସେ ହାଇକୋର୍ଟ‌ଙ୍କ ଦ୍ବାରସ୍ଥ ହୋଇଥିଲେ। ଏଠାରେ ସୂଚନା ଯୋଗ୍ୟ ଯେ ବିରଞ୍ଚିଙ୍କୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ପାଇଁ ପତ୍ନୀ ଓ ସଢୁ ସହାୟତା କରିଥିବା ଅଭିଯୋଗ ରହିଛି। ପତ୍ନୀଙ୍କ ନାଁରେ ବିପୁଳ ପରିମାଣର ସଂପତ୍ତି ଠାବ ହୋଇଥିବା ବେଳେ ସଢୁଙ୍କ ଘରୁ ୧୩ ଲକ୍ଷ ଟଙ୍କା ମିଳିଥିଲା।

Show More
Back to top button