ଦେଶନ୍ୟୁଜ୍

ଆଜି ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ

ସତ୍ୟଶିଖା(ଭୁବନେଶ୍ୱର )୦୨.୧୦ .୨୦୨୧: ନୂଆଦିଲ୍ଲୀ: ଆଜି ହେଉଛି ଜାତିର ପିତା ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇରେଜ ସରାକରଙ୍କୁ ତଡ଼ି ସ୍ୱାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।

Show More
Back to top button