ଗୁରୁବାର ରାଶିଫଳ: କେମିତି କଟିବ ଆଜିର ଦିନ

ସତ୍ୟଶିଖା(ଭୁବନେଶ୍ୱର) ୧୧.୧୧.୨୦୨୧:
ମେଷ: ଜଗିରଖି ଚଳନ୍ତୁ, ବାଧା ବିଘ୍ନ ମଧ୍ୟରେ ଦିନଟି କଟିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଶତ୍ରୁମାନେ ପରାଜିତ ହେବେ।
ବୃଷ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ।
ମିଥୁନ: ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କଟିବ। ଜଳ, ଅଗ୍ନି ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ। କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ: ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।
ସିଂହ: ମନ ଅସ୍ଥିର ରହିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ।
କନ୍ୟା: ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ। ସାହିତ୍ୟ, ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ।