ଦେଶସ୍ୱାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧ ଆକ୍ରାନ୍ତ

ସତ୍ୟଶିଖା( ଭୁବନେଶ୍ୱର)୨୩.୦୪.୨୦୨୨: ରାଜ୍ୟରେ ଦିନକରେ ଆଉ ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଙ୍ଗରୋଧରୁ ୭ ଓ ସ୍ଥାନୀୟ ୪।ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୮୫କୁ ବୃଦ୍ଧି ପାଇଛି। ୧୨,୭୮,୫୮୮ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।  ସାତ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୨,ଗଜପତି ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୩, ପୁରୀ ୧, ସମ୍ବଲପୁର ୨, ସୁନ୍ଦରଗଡରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Show More
Back to top button