ବୁଧବାର ରାଶିଫଳ: କେମିତି କଟିବ ଆଜିର ଦିନ

ସତ୍ୟଶିଖା( ଭୁବନେଶ୍ୱର)୨୭.୦୪.୨୦୨୨:
ମେଷ: ବାକି ପଡିଥିବା ଅର୍ଥ ହାତକୁ ଆସିବାରୁ ମନ ଖୁସି ରହିବ ଓ ବ୍ୟବସାୟରେ ଆୟ ବୃଦ୍ଧି ହେବ। ଅପରାହ୍ନରେ ଖୁସି ଖବର ପ୍ରାପ୍ତି ହେବ। ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।
ବୃଷ: ଆର୍ଥିକ ଚିନ୍ତା ମନକୁ ଭାରାକ୍ରାନ୍ତ କରିବ। ବ୍ୟବସାୟୀମାନେ ବ୍ୟବସାୟରେ ସଫଳତା ପାଇବେ । କୌଣସି କାରଣକୁ ନେଇ ପଡୋଶୀଙ୍କ ସହ କଳହ ହୋଇପାରେ।
ମିଥୁନ: ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସୁସମ୍ବାଦ ପ୍ରାପ୍ତି ହେବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ବନ୍ଧୁଙ୍କ ସହିତ କୌଣସି କଥାକୁ ନେଇ ଦ୍ୱନ୍ଦ ଉପୁଜିବ ।
କର୍କଟ: ପାରିବାରିକ କଳହ ଲାଗି ରହିବ ଏବଂ ଶରୀରରେ ଆଘାତ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଗୁପ୍ତ ଶତୃ ବୃଦ୍ଧି ହେବେ । ଛାତ୍ରଛାତ୍ରୀମାନେ ପାଠପଢାକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।
ସିଂହ: କର୍ମକ୍ଷେତ୍ରକୁ ନେଇ ସାମାନ୍ୟ ଅଶାନ୍ତି ଓ ଅଯଥା କଳହ ଦେଖାଦେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଏବଂ ସୁସ୍ୱାଦୁ ଭୋଜନ କରିବେ। ବନ୍ଧୁଙ୍କ ପରାମର୍ଶ ନେଲେ ସଫଳ ହେବେ।
କନ୍ୟା: ଛାତ୍ରଛାତ୍ରୀମାନେ ଭବିଷ୍ୟତକୁ ନେଇ ଚିନ୍ତାଗ୍ରସ୍ତ ହେବେ । ବାକି ପଡିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ । ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ ଏବଂ ବ୍ୟସ୍ତ ବିବ୍ରତ ହେବେ।