ନ୍ୟୁଜ୍
ଗୋଟିଏ ପରିବାରର ୭ ଜଣ ବିଷାକ୍ତ ଛତୁ ଖାଇ ଗୁରୁତର …


ସତ୍ୟଶିଖା(ଭୁବନେଶ୍ୱର )୦୧.୧୨.୨୦୨୨: ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ କାନାକୋଟ ପଞ୍ଚାୟତର ପୁର୍ଲା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ବିଷାକ୍ତ ପାଳଛତୁ ଖାଇ ଗୋଟିଏ ପରିବାରର ୭ ଜଣ ଗୁରୁତର ହୋଇ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଏମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା, ୩ ପୁରୁଷ ରହିଥିବା ବେଳେ ୨ ଜଣ ଶିଶୁ ମଧ୍ୟ ରହିଛନ୍ତି।