ନ୍ୟୁଜ୍
ପୁରୀ ପୌରପାଳିକାକୁ ମହାନଗର ନିଗମ କରାଯିବ ।


ସତ୍ୟଶିଖା :୦୪/୦୭/୨୦୨୫: ପୁରୀ ସହରକୁ ନୂଆ ଢାଞ୍ଚାର ଆବଶ୍ୟକତା ରହିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ଓ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇଛି । ପୁରୀ ପୌରପାଳିକା ଲୋକଙ୍କୁ ମୌଳିକ ସୁବିଧା ଯୋଗାଇବାରେ ଅସମର୍ଥ । ନିକଟବର୍ତ୍ତୀ ପଞ୍ଚାୟତଗୁଡ଼ିକ ସହରର ଅଂଶବିଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।