ସତ୍ୟଶିଖା(ଭଦ୍ରକ) ୧୦/୧୨/୨୦୨୦ : ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ଡାକରା ଦେଇଛି କଂଗ୍ରେସ । ବିଭିନ୍ନ ସ୍ଥାନରେ ରାସ୍ତାରୋକ କରାଯାଇଛି । ସୁରକ୍ଷାଦୃଷ୍ଟିରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
୧୨ ଘଣ୍ଟିଆ ବନ୍ଦ ଡାକରା ଭଦ୍ରକ ସହରରେ