ସତ୍ୟଶିଖା (କଳାହାଣ୍ଡି) ୧୮/୧୨/୨୦୨୦ : ପୁଣି ଶିଶୁ କନ୍ୟା ଅସୁରକ୍ଷିତ। ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ସହ ୬୦ ବର୍ଷ ବୟସ୍କ ବୃଦ୍ଧ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ସଂପୃକ୍ତ ବୃଦ୍ଧଙ୍କୁ ଗିରଫ କରିଛି ପୋଲିସ ।
ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ