ସତ୍ୟଶିଖା ୨୧.୦୯.୨୦୨୦ : ବିଧାନସଭା ପାଇଁ ବସିବ ସର୍ବଦଳୀୟ ବୈଠକ । ବିଧାନସଭା ଅଧିବେଶନ ନେଇ ଆସନ୍ତା ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ତେବେ ଏହି ବୈଠକରେ କୋଭିଡ ମହାମାରୀ ସମୟରେ ବିଧାନସଭା କେମିତି ଚାଲିବ, କଣ ସବୁ ଗାଇଡଲାଇନ୍ ରହିବ ଏବଂ ପ୍ରଶ୍ନକାଳ-ଉତ୍ତରକାଳ ଓ ଶୂନ୍ୟକାଳ ରହିବ କି ନାହିଁ ବୈଠକରେ ଆଲୋଚନା କରାଯିବ । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।
ବିଧାନସଭା ଅଧିବେଶନ ନେଇ ୨୫ରେ ବସିବ ସର୍ବଦଳୀୟ ବୈଠକ l
