ନ୍ୟୁଜ୍

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ l

ସତ୍ୟଶିଖା ୨ .୦୯ .୨୦୨ ୦ : ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ l ଆଜି ଗୋଟିଏ ଦିନରେ ବସିବ କୃଷି, ଐତିହ୍ୟ ଓ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ୩ଟି କ୍ୟାବିନେଟ ବୈଠକ । ଭିଡିଓ କନଫରେନ୍ସି ଜରିଆରେ ସନ୍ଧ୍ୟା ୫ଟା ୪୫ରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ଗୋଟିଏ ପ୍ରସ୍ତାବ ଆସିବ ବୋଲି ଜଣାପଡିଛି । କୃଷି ଓ ଐତିହ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ।

କୋଭିଡ ମହାମାରୀ ବିରୋଧରେ ରାଜ୍ୟ ସରକାର ସଂଗ୍ରାମ ଜାରି ରଖିଥିବା ବେଳେ କୃଷିକ୍ଷେତ୍ରକୁ ଅଗ୍ରାଧିକାର ଦେଇ କ୍ୟାବିନେଟ ବୈଠକରେ କିଛି ନିଷ୍ପତି ନିଆଯାଇପାରେ । ମୁଖ୍ୟମନ୍ତ୍ରୀଙ୍କ ପଂଚମ ପାଳିର ଏହା ପ୍ରଥମ କୃଷି କ୍ୟାବିନେଟ ବୈଠକ ।

 

Show More
Back to top button