ସତ୍ୟଶିଖା (ଭୁବନେଶ୍ୱର) ୧୬/୦୨/୧୦୨୧ : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ସଂକ୍ରମିଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ କେନ୍ଦୁଝର ଜିଲ୍ଲାର ୭୩ ବର୍ଷ ବୟସ୍କା ମହିଳା । ସେ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ ।
ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ
