ସତ୍ୟଶିଖା (ଭୁବନେଶ୍ୱର) ୧୧/୧୨/୨୦୨୦ : କିଛି ଦିନର ନିରବତା ପରେ ଏବେ ସୋସିଆଲ ମିଡିଆରେ ପୁଣି ଚର୍ଚ୍ଚାରେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି । ବାନ୍ଧବୀ ଜାଗ୍ରୁତି ଶୁକ୍ଳାଙ୍କ ବନ୍ଧୁ ଅଶ୍ୱିନୀ ଦୁବେଙ୍କ ସହ ସାକ୍ଷାତ ବେଳର ଫଟୋକୁ ଅନୁଭବ ନିଜ ଫେସବୁକ୍ ପେଜରେ ସେୟାର କରିବା ପରେ ଚର୍ଚ୍ଚାକୁ ଆସିଛନ୍ତି । ଯାହାକି ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି ।
ପୁଣି ଚର୍ଚ୍ଚାରେ ଅନୁଭବ ମହାନ୍ତି ଓ ତାଙ୍କ ବାନ୍ଧବୀ ଜାଗୃତି
