ସତ୍ୟଶିଖା (ଲକ୍ଷ୍ନୌ) ୩୦/୦୯/୨୦୨୦ : ଆଜି ଆସିବ ବାବ୍ରି ମସଜିଦ୍ ଭଙ୍ଗା ମାମଲାର ରାୟ । ଲକ୍ଷ୍ନୌର ସ୍ପେଶାଲ ସିବିଆଇ କୋର୍ଟ ବବ୍ରି ମସଜିଦ ଭଙ୍ଗା ମାମଲାର ରାୟ ଶୁଣାଇବେ । ତେବେ ଏହାର ରାୟ ବେଳେ ଏହାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଯୋଶୀ, ଉମା ଭାରତୀ କୋର୍ଟରେ ଉପସ୍ଥିତ ରହିବେ ନାହିଁ । କରୋନା ଏବଂ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ପାଇଁ ଏମାନେ କୋର୍ଟରେ ଉପସ୍ଥିତ ରହିବେ ନାହିଁ ।
ଆଜି ଆସିବ ବାବ୍ରି ମସଜିଦ୍ ଭଙ୍ଗା ମାମଲାର ରାୟ l
