ରାଜ୍ୟଶିକ୍ଷାସ୍ୱାସ୍ଥ୍ୟ

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ ରେ ଜଣେ କରୋନା ପଜଟିଭି ଚିହ୍ନଟ : ସବୁ ଛାତ୍ରଛାତ୍ରୀଙ୍କ ହେବ କୋଭିଡ୍ ଟେଷ୍ଟ

ସତ୍ୟଶିଖା,(ଭୁବନେଶ୍ୱର) ୨୫ .୦୩ .୨୦୨୧ : ଭୁବନେଶ୍ୱର କେନ୍ଦ୍ରୀୟ ବିବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ସବୁ ଛାତ୍ରଛାତ୍ରୀଙ୍କ ହେବ କୋଭିଡ ପରୀକ୍ଷା । ବିଏମସି ତରଫରୁ କ୍ୟାମ୍ପ କରାଯାଇ କୋଭିଡ ଟେଷ୍ଟ କରାଯିବ । ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ସଂକ୍ରମିତ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ସବୁ ଛାତ୍ରଛାତ୍ରୀଙ୍କ ହେବ କୋଭିଡ ପରୀକ୍ଷା । ବିଏମସି ତରଫରୁ କ୍ୟାମ୍ପ କରାଯାଇ କୋଭିଡ ଟେଷ୍ଟ କରାଯିବ ।

Show More
Back to top button