ସତ୍ୟଶିଖା (ଭୁବନେଶ୍ୱର) ୨୮/୧୨/୨୦୨୦ : ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, କ୍ଲବ, କନଭେନସନ୍ ହଲ୍ ଓ କଲ୍ୟାଣ ମଣ୍ଡପ ଆଦିରେ ଜିରୋ ନାଇଟ୍ ସେଲିବ୍ରେସନକୁ ବାରଣ କରାଯାଇଛି । ଜନସମାଗମ ଉପରେ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ରୋକ ଲଗାଯାଇଛି । ଏନେଇ ବିଏମସି କମିସନର ନିର୍ଦ୍ଦେଶନାମା ଜାରି କରିଥିବା ଜଣାଯାଇଛି ।
ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସିର ପରାମର୍ଶ
