ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କଲେ l

ସତ୍ୟଶିଖା ( ଭୁବନେଶ୍ୱର )  ୪.୦୯.୨୦୨୦ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି । ଏନେଇ ସେ ଦୁଇଟି ବିଭାଗ ସହ ଆଲୋଚନା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ରଶିଳ୍ପ ବିଭାଗ ସହ ଆଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ଦୁଇ ବିଭାଗ ସହ ଆଲୋଚନା କରିଛନ୍ତି ।

Exit mobile version