ଘରୁ ନକାରାତ୍ମକ ଶକ୍ତି ଦୂର କରେ ଲବଙ୍ଗ

ସତ୍ୟଶିଖା( ଭୁବନେଶ୍ୱର )୦୫.୧୧.୨୦୨୨:  ଲବଙ୍ଗକୁ ଏକ ପବିତ୍ର ଜିନିଷ ଭାବରେ ଗ୍ରହଣ କରାଯାଏ। ପୂଜାପାଠରେ ଲବଙ୍ଗର ଏକ ବିଶେଷ ମହତ୍ତ୍ୱ ରହିଛି। ଲବଙ୍ଗ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଉପକାରୀ। ଏହା ସହିତ ଲବଙ୍ଗ ଘରୁ ନକାରାତ୍ମକ ଶକ୍ତିକୁ ଦୂର କରି ସକାରାତ୍ମକ ଶକ୍ତି ଉତ୍ପନ୍ନ କରିଥାଏ ବୋଲି କୁହାଯାଏ। ତା’ହେଲେ ଘରୁ ନକାରାତ୍ମକ ଶକ୍ତି ଦୂର କରିବାକୁ ଏହାକୁ କେମିତି ବ୍ୟବହାର କରିବେ? ଏହା ଅତି ସହଜ। ଆସନ୍ତୁ ସେ ବିଷୟରେ ଜାଣିବା।

Exit mobile version