ଦେଶନ୍ୟୁଜ୍

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି 10 ଟାରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ l

ସତ୍ୟଶିଖା ( ନୂଆଦିଲ୍ଲୀ ) ୦୯.୦୮.୨୦୨୦ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି  10 ଟାରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ। ପ୍ରତିରକ୍ଷା ମନ୍ତ୍ରଣାଳୟ କାର୍ଯ୍ୟାଳୟ ରବିବାର ସକାଳେ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛି। ଫ୍ରାନ୍ସରୁ ରାଫେଲ ଯୁଦ୍ଧ ବିମାନ ଭାରତରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି ।
Show More
Back to top button