ସତ୍ୟଶିଖା ( ନୂଆଦିଲ୍ଲୀ ) ୦୯.୦୮.୨୦୨୦ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି 10 ଟାରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ। ପ୍ରତିରକ୍ଷା ମନ୍ତ୍ରଣାଳୟ କାର୍ଯ୍ୟାଳୟ ରବିବାର ସକାଳେ ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛି। ଫ୍ରାନ୍ସରୁ ରାଫେଲ ଯୁଦ୍ଧ ବିମାନ ଭାରତରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଏହି ଘୋଷଣା ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି ।
ସମ୍ବନ୍ଧିତ ଖବର
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।
-
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।