ସତ୍ୟଶିଖା( ଭଦ୍ରକ )୧୭.୧୦.୨୦୨୨: ଧାମନଗର ଉପନିର୍ବାଚନ ପାଇଁ ଆଜି ହେଉଛି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଆଜି ସନ୍ଧ୍ୟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଏହାପରେ ସ୍ପଷ୍ଟ ହେବ କି କିଏ କିଏ ପ୍ରାର୍ଥୀ ରହିବେ, କାହା କାହା ମଧ୍ୟରେ ହେବ ମୁକାବିଲା । ସମସ୍ତଙ୍କର ନଜର ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ଉପରେ ।
ଧାମନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ
