ସତ୍ୟଶିଖା( ଭୁବନେଶ୍ୱର )୩୧.୦୩.୨୦୨୨ :
ବଲାଙ୍ଗିରରେ ଶାଶୁ-ବୋହୂଙ୍କୁ କଳାକାଟି ବୀଭତ୍ସ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି । ଘର ଭିତରୁ ୨ ମହିଳାଙ୍କ ଗଳାକଟା ମୃତଦେହ ଠାବ ହୋଇଛି । ତୁଷୁରା ଥାନା ନୂଆପଡ଼ା ଗାଁରେ ଘର ଭିତରୁ ମୃତଦେହ ଉଦ୍ଧାର ହୋଇଛି । ଉଭୟ ମୃତକ ସମ୍ପର୍କରେ ଶାଶୁ-ବୋହୂ ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି । ମୃତକଙ୍କ ନାଁ ଯଥାକ୍ରମେ ପ୍ରେମଶିଳା ମେହେର ଓ ଅମ୍ବିକା ମେହେର । କିଏ, କାହିଁକି ଏହି ହତ୍ୟା କରିଛି, ତାହା ଏବେ ସୁଦ୍ଧା ଅସ୍ପଷ୍ଟ ରହିଛି । ସୂଚନା ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ପୋଲିସ । ଅନ୍ୟପଟେ ଘଟଣାକୁ ନେଇ ତୁଷୁରା ଥାନା ନୂଆପଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
ସମ୍ବନ୍ଧିତ ଖବର
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
