ରାଜ୍ୟ
DSPଙ୍କ ପରିବାରର ୪ ଜଣଙ୍କୁ କରୋନା


କଟକ(ସତ୍ୟଶିଖା): କଟକ ଗ୍ରାମାଞ୍ଚଳ ଜିଲ୍ଲାର ଜଣେ ପୁଲିସ୍ DSP କରୋନରେ ଆକ୍ରାନ୍ତ ହେବା ପରେ ତାଙ୍କ ପରିବାରର ଆଉ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଆଠଗଡ଼ ଉପଖଣ୍ଡ ଅଞ୍ଚଳରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ DSPଙ୍କ ପରିବାର ୪ ସଦସ୍ୟଙ୍କ ସମେତ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଏହି ମହାମାରୀରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି।
ଆହୁରି ପଢ଼ନ୍ତୁ
କଣ୍ଟାକ୍ଟ ଟ୍ରେସିଂ ପରେ ୧୨୫ ଜଣଙ୍କ ସ୍ୱାବ୍ ପରୀକ୍ଷା ପାଇଁ ଯାଇଥିଲା। ସଂଗୃହିତ ୧୨୫ ସାମ୍ପଲରୁ ୧୭ଟି ପଜିଟିଭ ମିଳିଥିବା ସୂଚନା ମିଳିଛି।
ଆହୁରି ପଢ଼ନ୍ତୁ
[ad_2]