ଦିଲ୍ଲୀ NCRରେ ଭୂକମ୍ପର ଝଟକା।

ସତ୍ୟଶିଖା ୧୦/୦୭/୨୦୨୫: ହରିୟାଣାର ଝଜ୍ଜର୍ ନିକଟରେ ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛିସକାଳ ୯ଟା ୪ ସମୟରେ ୧୦ ସେକେଣ୍ଡ ପର୍ଯ୍ୟନ୍ତ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୪ ବୋଲି ଜଣାପଡିଛି। ସକାଳୁ ସକାଳୁ ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା। ଥରିଲା ଦିଲ୍ଲୀ, ନୋଏଡ଼ା, ଗାଜିଆବାଦ। ପ୍ରଥମ ଭୂମିକମ୍ପର ତୀବ୍ରତା ୫.୨ ରହିଥିଲା। ଏହାପରେ ଅନେକ ଝଟକା ଅନୁଭବ କରାଯାଇଥିଲା। ଏଥିରେ ଲୋକେ ଖୁବ ଭୟଭୀତ ହୋଇଯାଇଥିଲେ।

ଏହି ଭୂମିକମ୍ପ ଗୁଆଟେମାଲାର ସିଟିରୁ ୬୦ କିମି ଦୂରରେ ଘଟିଥିଲା। ଅନ୍ୟ ଭୂମିକମ୍ପ ଝଟକାର ତୀବ୍ରତା ୩.୯ ଏବଂ ୫.୬ ମପାଯାଇଥିଲା। ଗତକାଲି ସେଣ୍ଟ୍ରାଲ ଆମେରିକାର ଗୁଆଟେମାଲାରେ ଶକ୍ତ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହା ସେଠାକାର ଘରକୁ ଦୋହଲାଇ ଦେଇଥିଲା। ମିଡିଆ ରିପୋର୍ଟ ମୁତାବକ, ଅଧିକାରୀମାନେ ସେଠାକାର ଲୋକଙ୍କୁ ବଞ୍ଚିବା ପାଇଁ ବିଲ୍ଡିଂକୁ ଖାଲି କରିବାକୁ କହିଥିଲା।ଏହି ଭୂମିକମ୍ପ ଯୋଗୁଁ କିଛି କୋଠା କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି।

Exit mobile version