ରାଶିଫଳ

ଶୁକ୍ରବାର ରାଶିଫଳ କେମିତି ରହିବ ଆଜିର ଦିନଟି ଜାଣନ୍ତୁ l

ସତ୍ୟଶିଖା ( ଶୁକ୍ରବାର ) ୧୯/୦୨/୨୦୨୧ :

ମେଷ – କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ଲାଭ କରିବାର ସୁଯୋଗ ପାଇବେ । ଆଜକୁ କେତେ ଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ବୃଷ – ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ମିଥୁନ – ଆଜି ଦିନସାରା ମନ ଭଲ ରହିବ ଏବଂ ବହୁତ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହେବ । କିନ୍ତୁ ଆଦ୍ରା ନକ୍ଷତ୍ରର କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୨ ।

କର୍କଟ – ଆଜି ହସଖୁସିରେ ସମୟ କଟାଇବେ ଏବଂ ବନ୍ଧୁମାନଙ୍କ ସାହାର୍ଯ୍ୟରେ କାମ ହାସଲ କରିବେ । ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ସିଂହ – ଆର୍ଥିକ ଅନ।ଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ । ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୬ ।

କନ୍ୟା – ମାଗଣାରେ କୌଣସି କାମ କରିବା ସମ୍ଭବପର ହେବ ନାହିଁ । ବରଂ କିଛି କାମ ହାସଲ କରିପାରିବେ । କୌଣସି କାମ କରିବା ସକାଶେ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ତୁଳା – ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହେବ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ-ଯୋଗ ପାଇବେ ନାହିଁ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।

ବିଛା – ମନଇଚ୍ଛା କାମ କରିଚାଲନ୍ତୁ ସାଧାରଣ ବ୍ୟତିକ୍ରମ ଦେଖା ଗଲେ ମଧ୍ୟ କାମ ଅଟକିନ ନାହିଁ, ଯାହା କୁ ଅତି ଭଲ ପାଉଛନ୍ତି ତାହା ଠାରୁ ପ୍ରତିଦାନ ପାଇବା କଷ୍ଟ କର ହୋଇପଡିବ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୩

 

ଧନୁ – କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।

ମକର – ନିକଟ ସମ୍ପର୍କୀୟମାନଙ୍କ ଅନୁକମ୍ପା ଲାଭ କରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୨ ।

କୁମ୍ଭ – ବହୁତ ଦିନ ହେଲା ଯେଉଁ ଜିନିଷଟି ନ ପାଇଁ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ । ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ମୀନ- ଆଜି ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । କିନ୍ତୁ ବନ୍ଧୁମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।

Show More
Back to top button