ରାଶିଫଳ

କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ସତ୍ୟଶିଖା ୧୬/୧୧/୨୦୨୦ : ମେଷ – ସୋମବାର ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦତ୍ଥଚ୍ଛ ହେବ । ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି  ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ମଘା ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ସନ୍ଦେହୀ ମନ ପ୍ରତ୍ୟେକ ଘଟଣାକୁ ସନ୍ଦେହ ସୃଷ୍ଟିରେ ଦେଖି ଅଶାନ୍ତି ରହିବ। ଅର୍ଥ ସଂଗ୍ରହର ପ୍ରଚେଷ୍ଟା ଫଳ ବତି ହେବ ଓ ସଫଲତା ମଧ୍ୟ ମିଳିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଶନିଦୃଷ୍ଟି ବୁଧଙ୍କ ଯୋଗୁ ସ୍ୱାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହେବାରୁ ମନ ଅଶାନ୍ତ ହୋଇପାରେ । ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନୟମାନଙ୍କ ସାହାର୍ଯ୍ୟ ନେଇ ସମ୍ପୂର୍ଣ୍ଣ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର କାରଣରୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆର୍ଥିକ ଅନଟନ ଲାଗି ରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ରାଶିରେ ଜନ୍ମଚନ୍ଦ୍ର ପ୍ରଭାବରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ପଡି ପ୍ରତ୍ୟେକ କଥାକୁ ଠିକ୍ ଭାବେ ବୁଝି ପାରିବେନି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବାରୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – ଧନସ୍ଥାନରେ ରବି ଓ ବୁଧଙ୍କ ଯୋଗୁ ଆର୍ଥିକ ଅନଟନ ମାନସିକ ଦୁଶ୍ଚିନ୍ତାର କରନ ହେବ । ଅପେକ୍ଷା କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟିଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ପୂର୍ବରୁ ପାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଜି ଅର୍ଥ ଓ ସମ୍ମାନ ପାଇବେ । ଆନୁଷ୍ଠାନିକ କାମରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖୀ ହେବେ ।

ବିଛା – କାର୍ଯ୍ୟବ୍ୟସ୍ତତା କାରଣରୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ପିଲାମାନଙ୍କ ଅସାବଧାନତା ଦ୍ୱାରା ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ଏଥିପ୍ରତି ସତର୍କତା ଅବଲମ୍ବନ କରିବା ଭଲ ହେବ । ନୀଚ ସଂସର୍ଗରୁ ଦୂରେଇ ନ ରହିଲେ ସମାଲୋଚିତ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ  ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

କର୍ମଜୀବି- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କୁମ୍ଭ  – ଆଶା କରୁଥିବା କୌଣସି ଶୁଭଖବର ପାଖ, ପଡୋଶୀଙ୍କ ନିକଟରୁ ପାଇ ଖୁସି ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – କର୍ମକ୍ଷେତ୍ରରେ ଅହେତୁକ ଚିନ୍ତା ମନକୁ ଆନ୍ଦୋଳିତ କରିବ । ଅର୍ଥ ସଂଗ୍ରହର ପ୍ରଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ, ତଥାପି ଏଥିପାଇଁ ବହୁତ ଶ୍ରମ  କରିବାକୁ ପଡିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

Show More
Back to top button