

ସତ୍ୟଶିଖା(ଭୁବନେଶ୍ୱର ) ୨୭.୦୮ .୨୦୨୧: ରାଜ୍ୟରେ ଦୈନିକ ସଂକ୍ରମଣ କ୍ରମଶଃ ତଳ ମୁହାଁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୮ ବର୍ଷ କମ୍ ୧୦୬ ଜଣ ଶିଶୁ ଓ କିଶୋର -କିଶୋରୀ କୋରୋନାରେ ସଂକ୍ରମିତ ହୋଇଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୪୭୫ ଜଣ ଓ ୩୪୧ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଦୈନିକ ସଂକ୍ରମଣ କ୍ରମଶଃ ତଳ ମୁହାଁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୮ ବର୍ଷ କମ୍ ୧୦୬ ଜଣ ଶିଶୁ ଓ କିଶୋର -କିଶୋରୀ କୋରୋନାରେ ସଂକ୍ରମିତ ହୋଇଥିବା ବେଳେ କ୍ବାରେଣ୍ଟାଇନ ସେଣ୍ଟରରୁ ୪୭୫ ଜଣ ଓ ୩୪୧ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।