ସତ୍ୟଶିଖା( ଭୁବନେଶ୍ୱର )୧୬ .୦୮. ୨୦୨୨: ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍ ଛୁଇଁ। ଏହି ୩ ଘଣ୍ଟା ଆମ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଆଜି ଏହି ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର।
ମହାନଦୀରେ ମଧ୍ୟମ ଧରଣ ବନ୍ୟା ଆସିଛି। ଏହି ବନ୍ୟା ସ୍ଥିତି ଉପରେ ନଜର ରଖିବା ପାଇଁ ଜଳ ସମ୍ପଦ ବିଭାଗର କର୍ମୀଚାରୀ ଓ ଅଫିସମାନେ ରାତିରେ ନାଇଟ୍ ପଟ୍ରୋଲିଂ କରିଛନ୍ତି। ଏପରି କିଛି ଜିଲ୍ଲାପାଳ ମଧ୍ୟ ନାଇଟ୍ ପଟ୍ରୋଲିଂ କରି ସ୍ଥିତି ପରିଖିଛନ୍ତି ବୋଲି ସର୍ବୋଚ୍ଚ ଯନ୍ତ୍ରୀ ବିଜୟ କୁମାର ମିଶ୍ର କହିଛନ୍ତି। ମହାନଦୀରେ ଆସୁଥିବା ବନ୍ୟାପାଇଁ ସତର୍କ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି। ଏଥିସହ ଏସଆରସି ନିର୍ବାଚିତ ପ୍ରତିନିଧି ମାନଙ୍କ ସହଯୋଗ ଲୋଡିଛନ୍ତି। ପରିସ୍ଥିତିକୁ ଦେଖି ବିଭିନ୍ନ ସ୍ଥାନକୁ ଓଡ୍ରାଫ୍ ଟିମ୍ ପଠାଯାଇଛି ବୋଲି ଏସ୍ଆରସି କହିଛନ୍ତି।
ଜଳ ପରିଚାଳନା ନେଇ ଆଜି ଅପରାହ୍ନ ୪ଟା ସମୟରେ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା ହେବ। ଦୁଇ ରାଜ୍ୟର ମୁଖ୍ୟ ସଚିବଙ୍କ ମଧ୍ୟରେ ଭିଡିଓ କନଫରେସିଂ ଜରିଆରେ ଆଲୋଚନା ହେବ।
-
ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । -
ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । -
ଧନ୍ତେରାସ ପୂର୍ବରୁ ସୁନା ଏବଂ ରୁପା ଦର ଉପରମୁହାଁ l -
କଟକରେ ୩୬ ଘଣ୍ଟା କର୍ଫ୍ୟୁ ବଳବତ୍ତର ରହିଛି । -
ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ମହାକାର୍ତ୍ତିକ ବ୍ରତ। -
କଟକରେ ଭସାଣ ବେଳେ ଗଣ୍ଡଗୋଳ । -
ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା । -
ଧରାବତରଣ କରିଛନ୍ତି ଜଗତଜନନୀ ମା’ ଦୁର୍ଗା । -
ହରିୟାଣାର ସୋନିପତ ଜିଲ୍ଲାରେ ଭୂମିକମ୍ପ ଝଟକା। -
ଧରାପୃଷ୍ଠକୁ ଅବତରଣ କରିବେ ମାଆ ଜଗତଜନନୀ ।
