ଦେଶନ୍ୟୁଜ୍ସ୍ୱାସ୍ଥ୍ୟ

ଦେଶରେ ଆଉ ୨,୫୧,୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ

ସତ୍ୟଶିଖା(ନୂଆଦିଲ୍ଲୀ ) ୨୮.୦୧.୨୦୨୨ : ଦେଶରେ ଖସୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨,୫୧,୨୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ କରୋନାରେ ୬୨୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଗତ ୨୪ ଘଣ୍ଟାରେ ୩,୪୭,୪୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ, ଦେଶରେ ସକ୍ରିୟ ମାମଲା ରହିଛି ୨୧,୦୫,୬୧୧ । ସଂକ୍ରମଣ ତୁଳନାରେ ଦେଶରେ ଦୈନିକ ପଜିଟିଭିଟି ହାର ୧୫.୮୮% ରହିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ଟିକାକଣକୁ ମଧ୍ୟ ଜୋରଦାର କରାଯାଉଛି । ଦେଶରେ ଏଯାଏ ମୋଟ୍‍ ଟିକାକରଣ ୧,୬୪,୪୪,୭୩,୨୧୬ ହେଲାଣି ।

Show More
Back to top button