ଶସ୍ତା ହେବ ସୁନା ଓ ରୂପା; ମହଙ୍ଗା ହେବ ବିଦେଶୀ ମୋବାଇଲ୍

ସତ୍ୟଶିଖା (ନୂଆଦିଲ୍ଲୀ) ୦୧/୦୨/୨୦୨୧ : ଗ୍ରାହକଙ୍କ ପାଇଁ ଖୁସି ଖବର । ଶସ୍ତା ହେବ ସୁନା ଓ ରୂପା । ଏ ନେଇ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲୁହା ଓ ଷ୍ଟିଲ୍, ତମ୍ବା ସାମଗ୍ରୀ ବି ଶସ୍ତା ହେବ । ମହଙ୍ଗା ହୋଇପାରେ ବିଦେଶୀ ମୋବାଇଲ୍ । ଜିଏସଟିକୁ ଆହୁରି ସରଳ କରିବାକୁ ପ୍ରୟାସ । ଅକ୍ଟୋବର ୧ରୁ ନୂଆ କଷ୍ଟମ ଡ୍ୟୁଟି ଲାଗୁ ହେବ ।

କ’ଣ ଶସ୍ତା ହେବ ?

କ’ଣ ମହଙ୍ଗା ହେବ ?

Exit mobile version