ସତ୍ୟଶିଖା (ଭୁବନେଶ୍ୱର) ୧୪/୧୦/୨୦୨୦ : ଆନ୍ଧ୍ରପ୍ରଦେଶ କାକିନାଡ଼ା ଅତିକ୍ରମ କରିବା ପରେ ମଧ୍ୟ ଡିପ୍ରେସନ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଡିପ୍ରେସନ ଏବେ ସ୍ଥଳଭାଗରେ ତେଲେଙ୍ଗାନା ଉପରେ କେନ୍ଦ୍ରୀଭୂତ ହୋଇଥିଲେ ମଧ୍ୟ ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ପ୍ରଭାବରେ ବର୍ଷା
