ନ୍ୟୁଜ୍ରାଜ୍ୟ

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ଗୃହମନ୍ତ୍ରୀ ଅମିତ ଶାହ


ସତ୍ୟଶିଖା( ଭୁବନେଶ୍ୱର)୦୮.୦୮ . ୨୦୨୨: :
ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ଗୃହମନ୍ତ୍ରୀ ଅମିତ ଶାହ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ। ଏହାପରେ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ଇନ୍‌ଡୋର ଷ୍ଟାଡିୟମରେ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହା। ଅମିତ ଶାହଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Show More
Back to top button